oom

ପାର୍ବତୀଗିରି ବାଳ ନିକେତନରେ ଶିଶୁ ଦିବସ ପାଳିତ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଶିଶୁ ଦିବସ । ଏହି ଅବସରରେ ପଥରଚେପା ସ୍ଥିତ ପାର୍ବତୀଗିରି ବାଳ ନିକେତନ ଶିଶୁଯତ୍ନ ଅନୁଷ୍ଠାନ ଠାରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସଦର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ ଯୋଗ ଦାନ କରି ଶିଶୁ ଦିବସ ଉପରେ ବାଳ ନିକେତନର ଶିଶୁ ମାନଙ୍କୁ ବୁଝାଇଥିଲେ ।

jittmm
Leave A Reply

Your email address will not be published.