ବରକେରା ବିଦ୍ୟାଳୟରେ ବିଶ୍ଵ ପରିବେଶ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ କୋଭିଡ-୧୯ନିୟମ ଅନୁସାରେ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦିପ କୁମାର ସେଠୀ, ଶିକ୍ଷକ ମିଟୁ କିଶୋର ପ୍ରଧାନ, ଶିକ୍ଷୟିତ୍ରୀ ମଞ୍ଜୁଲତା ପ୍ରଧାନ ଯୋଗଦେଇ ବିଶ୍ଵ ତାପାୟନରୁ ରକ୍ଷା ପାଇବା ପାଇଁ ପ୍ରତ୍ୟେକ ବ୍ୟକ୍ତି ଗୋଟିଏ ଗୋଟିଏ ଗଛ ଲଗାଇବା ଆବଶ୍ୟକ । ଶେଷରେ ପରିବେଶ ଦିବସର ସ୍ମାରକୀ ସ୍ଵରୁପ ବିଦ୍ୟାଳୟ ପ୍ରାଙ୍ଗଣରେ ପରିବେଶ କର୍ମୀ ବରିଷ୍ଠ ଶିକ୍ଷକ ମିଟୁ କିଶୋର ପ୍ରଧାନ ଶିଶୁ ଚାରା ରୋପଣ କରିଥିଲେ ।

Leave A Reply

Your email address will not be published.

eighteen − 14 =