pakka

ଶକ୍ତି ସଂରକ୍ଷଣ ଓ ପରିବେଶ ସୁରକ୍ଷା ଦିବସ ପାଳିତ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ସହର ଭିତରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ଏନର୍ଜି କ୍ଲବ ତରଫରୁ ପରିବେଶ ସୁରକ୍ଷା ତଥା ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରୀମାନେ ସହର ପରିକ୍ରମା କରି ଜିଲ୍ଲାବାସୀଙ୍କୁ ସଚେତନ କରିଥିଲେ ।

jay balangir
Leave A Reply

Your email address will not be published.

19 + five =

error: Content is protected !!