om academy

ଅହିଂସା ରଥ ପରିକ୍ରମା ବେଳେ ଛାତ୍ରୀମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ପରିକ୍ରମା ବେଳେ ଜଗତସିଂହପୁର ରାହାମା ବଜାରରେ ମହାନ୍ ଜନନାୟକ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଏହି ଅବସରରେ ଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.