pakka

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ସଇଁନ୍ତଲା ବିଡିଓଙ୍କ କାର୍ଯ୍ୟାଳୟକୁ ପରିଦର୍ଶନ

bbehera

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ବିଡିଓଙ୍କ କାର୍ଯ୍ୟାଳୟକୁ ଆଜି ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ପରିଦର୍ଶନ କରି ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଉପସ୍ଥିତରେ ବିଡ଼ିଓ ଦେବାଶିଷ ସାମଲଙ୍କ ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ ।

Leave A Reply

Your email address will not be published.

17 + 5 =