ମୁଡପଲା ଗାଁକୁ ପରିଦର୍ଶନ କଲେ ବିଧାୟକ ନରସିଂହ ମିଶ୍ର ଓଡିଶା By Koshala Prabaha On Sunday 1st January 2023, 9:52 am Share ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦେଓଗାଁ ବ୍ଲକର କୁଲତାପଡା ପଂଚାୟତର ମୁଡପଲା ଗାଁକୁ ବିଧାୟକ ନରସିଂହ ମିଶ୍ର ପରିଦର୍ଶନ କରିଛନ୍ତି । ବିଧାୟକ ନରସିଂହ ମିଶ୍ର ପରିଦର୍ଶନ କରି ସ୍ଥାନୀୟ ଲୋକଙ୍କ ସମସ୍ୟା ଶୁଣି ଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । balangir news