pakka

ଟେଙ୍ଗରା ଓ ଖରଜୁରୀ ଗ୍ରାମ ପରିଦର୍ଶନ କଲେ କଣ୍ଟାବାଞ୍ଜି ବିଜେଡି ବିଧାୟକ ପ୍ରାର୍ଥୀ ଅଜୟ ଦାସ

bbehera

ମୁରିବାହାଲ, (କେପିଏନ୍‌ଏସ୍‌) : ମୁରିବାହାଲ ବ୍ଲକ ବଡ଼ସାଇମରା ପଞ୍ଚାୟତର ଟେଙ୍ଗରା ଓ ଖରଜୁରୀ ଗ୍ରାମ ପରିଦର୍ଶନ କଲେ କଣ୍ଟାବାଞ୍ଜି ବିଜେଡି ବିଧାୟକ ପ୍ରାର୍ଥୀ ଅଜୟ ଦାସ । ଏହି ଅବସରରେ ଜନସାଧରଣଙ୍କ ସହିତ ଗାଁର ସୁବିଧା ଅସୁବିଧା ବିଷୟରେ ଆଲୋଚନା କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୋଜନା ବିଷୟରେ ଆଲୋଚନା କରିଥିଲେ ।

jay balangir
Leave A Reply

Your email address will not be published.

5 × one =