om academy

ବଲାଙ୍ଗିର ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂହ ଓ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ପଂଚାୟତ ସମିତି କଲେଜ ପରିଦର୍ଶନ

jsm

ଆଗଲପୁର, (କେପିଏନ୍‌ଏସ୍‌) : ଆଜି ବିଧାୟକ ତଥା ବଲାଙ୍ଗିର ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂହ ଓ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା ଆଗଲପୁର ବ୍ଲକ ଅନ୍ତର୍ଗତ ରୋଥରେ ଥିବା ପଂଚାୟତ ସମିତି କଲେଜ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ କଲେଜର ଉନ୍ନତିକରଣ ପାଇଁ ସରକାରୀ ଅନୁଦାନ ଯୋଗାଇ ଦେବା ନିମନ୍ତେ କଲେଜର ପ୍ରଧ୍ୟାପକ ଡକ୍ଟର ସନ୍ତୋଷ କୁମାର ରଥଙ୍କ ସହିତ ଆଲୋଚନା କରିଥିଲେ ।

Leave A Reply

Your email address will not be published.