ଭୀମ ଭୋଇ ମେଡିକାଲ କଲେଜର ନୂତନ ହସ୍ପିଟାଲ ନିର୍ମାଣ କାର୍ଯ୍ୟ ସ୍ଥାନକୁ ପରିଦର୍ଶନ କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲକୁ ନେଇ ରାଜ୍ୟ ସରକାର ବିଶେଷ ଧ୍ୟାନ ଦେବା ସହ ରୋଗୀଙ୍କ ପାଇଁ ଉନ୍ନତ ମାନର ଚିକିତ୍ସା ଯୋଗାଇ ଦେବା ପାଇଁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜର ନୂତନ ହସ୍ପିଟାଲ ନିର୍ମାଣ କରୁଛନ୍ତି । ତେବେ ନିର୍ମାଣ ହେଉଥିବା କାର୍ଯ୍ୟ ସ୍ଥାନକୁ ପରିଦର୍ଶନ କରିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ । ଶ୍ରୀମତୀ ସାହୁ ପରିଦର୍ଶନ କରି ଚାଲୁଥିବା ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି ।

Leave A Reply

Your email address will not be published.