pakka

ୱାର୍ଡ ନଂ.୯କୁ ପରିଦର୍ଶନ କଲେ ପୌରାଧ୍ୟକ୍ଷା ଲିକା ସାହୁ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌରାଞ୍ଚଳ ଅନ୍ତର୍ଗତ ୱାର୍ଡ ନଂ.୯କୁ ପରିଦର୍ଶନ କଲେ ପୌରାଧ୍ୟକ୍ଷା ଲିକା ସାହୁ । ଏହି ୱାର୍ଡରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ଅତି ଶୀଘ୍ର କରାହେବ ବୋଲି ପ୍ରତିଶୃତି ଦେଇଥିଲେ ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ । ଏହି ପରିଦର୍ଶନ ସମୟରେ ଲିକା ସାହୁଙ୍କ ସମେତ କନିଷ୍ଠ ଯନ୍ତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

eighteen − 2 =