ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ଶିଳ୍ପ ବିଭାଗ ପରିଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିଳ୍ପ ଓ ଏମ୍‌ଏସ୍ଏମ୍ଇ, ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଗତକାଲି ପୂର୍ବାହ୍ନରେ ଖାରବେଳ ଭବନ ସ୍ଥିତ ଶିଳ୍ପ ବିଭାଗ ପରିଦର୍ଶନରେ ଆସି ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.