csstore

ୱାର୍ଡ ନଂ ୫କୁ ପରିଦର୍ଶନ କଲେ ପୌରାଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସକାଳୁ ସକାଳୁ ବଲାଙ୍ଗିର ପୌରାଂଚଳ ଅନ୍ତର୍ଗତ ୱାର୍ଡ ନଂ ୫କୁ ପରିଦର୍ଶନ କରିଛନ୍ତି ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ । ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ପରିଦର୍ଶନ କରି ୱାର୍ଡରେ ରହିଥିବା ବିଭିନ୍ନ ସମସ୍ୟାର ଅତି ଶୀଘ୍ର ସମାଧାନ ପାଇଁ ସ୍ଥାନୀୟ ବାସିନ୍ଦାକୁ ପ୍ରତିଶୃତି ଦେଇଥିବା ବେଳେ ଏହି ପରିଦର୍ଶନ ସମୟରେ ପୌରାଧ୍ୟକ୍ଷା ଶ୍ରୀମତୀ ସାହୁଙ୍କ ସମେତ ଏହି ୱାର୍ଡର କାଉନସିଲର ଲଲାଟେନ୍ଦୁ ପଟ୍ଟନାୟକ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.