centurian jitm

ଗୁଡଭେଲା ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ

nschool

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ କରିଛନ୍ତି ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ । ଏହି ଅବସରରେ ତାଙ୍କ ସହ ବ୍ଲକର ଅଧିକାରୀ ଓ କର୍ମଚାରୀମାନେ ସାମିଲ ହୋଇଥିବା ବେଳେ ଜିଲ୍ଲା ପରିଷଦ ସଭ୍ୟ ତଥା ଅନ୍ୟମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବୃକ୍ଷ ରୋପଣ କରାଯାଇଥିବା ମଧ୍ୟ ଦେଖିବାକୁ ମିଳିଛି ।

Leave A Reply

Your email address will not be published.