ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ସାଢେ ତିନିଟାରେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି କେ ପାଣ୍ଡିଆନ ମଧ୍ୟ ବନ୍ୟାଞ୍ଚଳ ବୁଲି ଦେଖିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!