pakka

ଗଙ୍ଗାସାଗର ଗ୍ରାମ ନିକଟରେ ନିର୍ମାଣଧୀନ ଡାକ୍ତରଖାନା କୋଠାର ତଦାରଖ କଲେ ଜିଲ୍ଲାପାଳ ଚଂଚଳ ରାଣା

bbehera

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡର ଗଙ୍ଗାସାଗର ଗ୍ରାମ ନିକଟରେ ନିର୍ମାଣଧୀନ ଡାକ୍ତରଖାନା କୋଠାର ତଦାରଖ କରିଛନ୍ତି ଜିଲ୍ଲାପାଳ ଚଂଚଳ ରାଣା । ତେବେ ଜିଲ୍ଲାପାଳ ଶ୍ରୀ ରାଣା ପାଟଣାଗଡ ଉପଖଣ୍ଡସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବରରେ ଯୋଗ ଦେବାକୁ ଆସି ସେ ଏହି କୋଠାର ତଦାରଖ କରିବା ପାଇଁ ଯାଇଥିଲେ । ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ଶ୍ରୀ ରାଣାଙ୍କ ସହିତ ଏସ୍‌ପି ନିତିନ କୁଶଲକର, ପାଟଣାଗଡ ଉପଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀ, ଏସ୍‌ଡିପିଓ ଜ୍ୟୋତିର୍ମୟ ଭୁକ୍ତା, ରାସ୍ତା ଓ ଗୃହ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ ଅର୍ଜୁନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

seventeen − thirteen =