ନୃସିଂହନାଥ ଭାଗବତ ତତ୍ୱ ଯୋଗା ଆଶ୍ରମ ସାଂସଦଙ୍କ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ପୀଠରେ ଥିବା ଭାଗବତ ତତ୍ୱ ଯୋଗା ଆଶ୍ରମକୁ ରବିବାର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ପରିଦର୍ଶନ କରିଛନ୍ତି । ଆଶ୍ରମର ପ୍ରତିଷ୍ଠାତା ସ୍ୱର୍ଗତ ରଘୁନାଥ ଜୀ ମହାରାଜଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଆଶ୍ରମ ଅନ୍ତେବାସୀଙ୍କ ସହ ଆଶ୍ରମର ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ । ଏହି ଅବସରରେ ଆଶ୍ରମର ଅନ୍ତେବାସୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.