ପ୍ରକାଶ ପାଇଲା ଆଦର୍ଶ ବିଦ୍ୟାଳୟ ଷଷ୍ଠ ଶ୍ରେଣୀ ପ୍ରବେଶିକା ପରୀକ୍ଷା ଫଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ଆଦର୍ଶ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀ ନାମଲେଖା ଲାଗି ପ୍ରବେଶିକା ପରୀକ୍ଷାଫଳ ଗତକାଲି ସନ୍ଧ୍ୟାରେ ପ୍ରକାଶ ପାଇଛି । ଛାତ୍ରଛାତ୍ରୀ ଗତ ମାର୍ଚ୍ଚ ୫ରେ ପ୍ରବେଶିକା ପରୀକ୍ଷା ଦେଇଥିଲେ । ଛାତ୍ରଛାତ୍ରୀ ସେମାନଙ୍କ ରେଜଲ୍ଟ ସହ ନାମଲେଖା ସମ୍ପର୍କିତ ସମସ୍ତ ତଥ୍ୟ ବିଭାଗର ୱେବ୍‌ସାଇଟ୍‌ www.oav.edu.inରେ ପାଇପାରିବେ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.