pakka

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ସକାଳ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁସାରେ ଆସନ୍ତାକାଲି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ ।

Leave A Reply

Your email address will not be published.

four × three =