ବାଲେଶ୍ୱର ଜିଲ୍ଲାରେ ପରିକ୍ରମା ଆରମ୍ଭ କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଜିଲ୍ଲାର ପବିତ୍ର ମାଟିରେ ଗତକାଲି ପରିକ୍ରମା ଆରମ୍ଭ କରିଛି ଅହିଂସା ରଥ । ଜିଲ୍ଲା ପ୍ରଶାସନ ପକ୍ଷରୁ ଜଳେଶ୍ଵର ବ୍ଲକରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନେ ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!