ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଗଲେ ପର୍ଯ୍ୟଟକ

ପୁରୀ : ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଗଲେ ଜଣେ ପର୍ଯ୍ୟଟକ । ନିଖୋଜ ପର୍ଯ୍ୟଟକ ଜଣକ ବାଲେଶ୍ୱରର ସଞ୍ଜୟ ଜେନା ବୋଲି ଜଣାପଡିଛି । ସେ ନିଜ ସାଙ୍ଗମାନଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ । ତେବେ ଅଗ୍ନିଶମ ଟିମ୍‌ ଯୁବକଙ୍କୁ ଉଦ୍ଧାର କରିଥିବା ଜଣାପଡିଛି ।

Leave A Reply

Your email address will not be published.