ଜିଲ୍ଲା ପରିଷଦର ୨୩ ନମ୍ବର ଜୋନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଅନାମିକା ହୋତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପରିଷଦର ୨୩ ନମ୍ବର ଜୋନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜୁ ଜନତା ଦଳର ପ୍ରାର୍ଥିନୀ ଅନାମିକା ହୋତା । ଆଜି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଶ୍ରୀମତୀ ହୋତା ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ଏଥିରେ ବଲାଙ୍ଗିର ମାଟିର ବିଜେଡି ଯୁବ ନେତା ଅର୍କେଶ ନାରାୟଣ ସିଂହଦେଓଙ୍କ ସମେତ ବହୁ ବିଜେଡି କର୍ମୀ ଉପସ୍ଥିତ ଥିଲେ । ଶ୍ରୀମତୀ ହୋତା ବଲାଙ୍ଗିର ଜିଲ୍ଲା ବିଜୁ ଯୁବ ଜନତା ଦଳର ସଭାପତି ରାଜେନ୍ଦ୍ର ପ୍ରସାଦ ହୋତାଙ୍କ ସହଧର୍ମିଣୀ ଅଟନ୍ତି ।

Leave A Reply

Your email address will not be published.