centurian jitm

ଶିଳ୍ପ ଅନୁକୂଳ ବାତାବରଣ ପାଇଁ ଓଡ଼ିଶା ନିବେଶକଙ୍କ ପ୍ରଥମ ପସନ୍ଦ

nschool

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିଳ୍ପ ଅନୁକୂଳ ବାତାବରଣ ପାଇଁ ଓଡ଼ିଶା ନିବେଶକଙ୍କ ପ୍ରଥମ ପସନ୍ଦ ସାଜିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁବାଇରେ ଆୟୋଜିତ ନିବେଶକ ସମ୍ମିଳନୀରେ ଯୋଗ ଦେବାକୁ ଯାଉଥିବା ବେଳେ ମଧ୍ୟପ୍ରାଚ୍ୟର ନିବେଶକଙ୍କୁ ରାଜ୍ୟକୁ ଆକୃଷ୍ଟ କରିବାରେ ଏହା ବେଶ ସହାୟକ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.