ଚାଷୀଙ୍କ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର ଦେଲା ପଶ୍ଚିମ ଓଡିଶା ସେବା ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପଶ୍ଚିମ ଓଡିଶା ସେବା ସଂଘ ପକ୍ଷରୁ ଚାଷୀ ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ଏହି ଦାବୀପତ୍ର ପ୍ରଦାନ ସମୟରେ ପଶ୍ଚିମ ଓଡିଶା ସେବା ସଂଘର ସଭାପତି ରଜେଶ ବଗର୍ତ୍ତୀଙ୍କ ସହ ବହୁ ସଦସ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

thirteen − 12 =