jsm

ସାମ୍ବାଦିକ ଭବନରେ ପତାକା ଉତ୍ତୋଳନ

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ତରଫରୁ ଜିଲ୍ଲା ସାମ୍ବାଦିକ ଭବନଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସଂଘର ସାଧାରଣ ସମ୍ପାଦକ ଶିଶିରକାନ୍ତ ଶତପଥୀଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ନବୀନ ପଶାୟତ, ଶରତ ମହାକୁର, ମୁନା ମିଶ୍ର, ବଳାରାମ ମିଶ୍ର, ସନ୍ଦୀପ କୁଅଁର, ସୁବୋଦ ମେହେର, ସଚିଦାନନ୍ଦ ବଗର୍ତ୍ତୀ, ଗୁପ୍ତେଶ୍ୱର ପୃଷ୍ଟି, ସଞ୍ଜୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.