ବଲାଙ୍ଗିରରେ ଜାତୀୟ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ

ବଲାଙ୍ଗିର : ଆସନ୍ତା ଅଗଷ୍ଟ ୧୫ ତାରିଖରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତଥା ଶ୍ରମ ରାଜ୍ୟ ବୀମା ବିଭାଗ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଜାତୀୟ ପତାକା ଉତ୍ତୋଳନ କରିବେ । ଏଥିସହ ମନ୍ତ୍ରୀ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିବେ ବୋଲି ଜଣାପଡିଛି ।

Leave A Reply

Your email address will not be published.