ବଲାଙ୍ଗିର ଆଦର୍ଶ ଥାନାରେ ଜାତୀୟ ପତାକା ଉତ୍ତୋଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଆଦର୍ଶ ଥାନାରେ ୭୪ତମ ସ୍ୱାଧୀନତା ଦିବସ ଅବସରରେ ଜାତୀୟ ପତାକା ଉତ୍ତୋଳନ ହୋଇଯାଇଛି । କୋଭିଡ ଆଇନ ଅନୁସାରେ ସାମାଜିକ ଦୂରତା ଅବଲମ୍ବନ କରି ଏହି ଜାତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଥାନାର ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଯୋଗଦାନ କରିଥିଲେ ।

Leave A Reply

Your email address will not be published.