oum

ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମ : ସରକାରୀ ହାଇସ୍କୁଲ ଛାତ୍ରଛାତ୍ରୀ‌ଙ୍କ ପାଇଁ ‌ସ୍ଥାନ ସଂରକ୍ଷଣ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ କ୍ୟାବିନେଟ ଓଡିଶାର ସରକାରୀ ମେଡିକାଲ ଓ ଇଞିନିୟରିଂ କଲେଜରେ ସରକାରୀ ହାଇସ୍କୁଲ ପିଲାଙ୍କ ପାଇଁ ୧୫% ସ୍ଥାନ ସଂରକ୍ଷଣ ପାଇଁ ସଂକଳ୍ପ ଗ୍ରହଣ କରିଛି । ଏଥିପାଇଁ ଆବଶ୍ୟକ ସୁପାରିଶ କରିବା ପାଇଁ ଓଡିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଡଃ ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାପନ୍ନ କମିଟି ଗଠନ କରାଯାଇଥିଲା । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.