ପୌରପାଳିକା ନାଁରେ ନକଲି ଫେସବୁକ ଆକାଉଣ୍ଟକୁ ନେଇ ଥାନାରେ ଅଭିଯୋଗ

ବାଲେଶ୍ୱର : ଦୀର୍ଘ ୧ବର୍ଷ ଧରି ବାଲେଶ୍ୱର ପୌରାଞ୍ଚଳ ନାମରେ ନକଲି ଫେସବୁକ୍‌ ଆକାଉଣ୍ଟ ଖୋଲାଯାଇ ବିଭିନ୍ନ ପ୍ରକାର ତଥ୍ୟ ସୋସିଆଲ ମିଡିଆରେ ଅପଲୋଡ୍‌ କରାଯିବା ସହ ଲୋକଙ୍କୁ ଭ୍ରମିତ କରାଯାଉଛି । ଏନେଇ ପୌର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ଆଶିଷ ଈଶ୍ୱର ପାଟିଲ ଡିଏସ୍‌ପି (ସିଟି)ଙ୍କ ସହ ଆଲୋଚନା କରି ଥାନାରେ ଅଭିଯୋଗ କରିଛନ୍ତି ।

Leave A Reply

Your email address will not be published.