csstore

ଆସନ୍ତା କାଲି ସଇଁନ୍ତଲା କଂଗ୍ରେସ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ନେଇ ବିକ୍ଷୋଭ

ସଇଁନ୍ତଲା, (ଅଜିତ କୁମାର ସାହୁ) : ଦିନକୁ ଦିନ ଅହେତୁକ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇବାରେ ଲାଗିଛି ଯାହା ଫଳରେ ସାଧାରଣ ଲୋକେ ପ୍ରଭାବିତ ହେଉଛନ୍ତି ଏହାର ପ୍ରତିବାଦରେ ଆସନ୍ତା କାଲି କଂଗ୍ରେସ ଦଳର ରାଜ୍ୟ ସଭାପତି ନିରଞ୍ଜନ ପଟନାୟକଙ୍କ ଆହ୍ୱାନ କ୍ରମେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିବା ପାଇଁ ଜଣାପଡିଥିବା ବେଳେ ସଇଁନ୍ତଲା ବ୍ଳକର ସ୍ଥାନୀୟ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ସ୍ଥାନୀୟ ବ୍ଳକ କଂଗ୍ରେସ ସଭାପତି ଗୁଣ ସାଗର ମାଝୀ ସୂଚନା ଦେଇଛନ୍ତି ।

jayashree
Leave A Reply

Your email address will not be published.