ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଏଦୀ ଫେରାର୍‌

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ କଏଦୀ ଫେରାର୍‌ ହୋଇଯାଇଥିବା ଜଣାପଡିଛି । ହତ୍ୟାକାରୀ ମାମଲାରେ ଥିବା କଏଦୀ ଅର୍ଜୁନ ମୁଣ୍ଡା ବିଳମ୍ବିତ ରାତରେ ଚମ୍ବଟ ମାରିଛି । ଭସ୍ମା ଥାନା ଅଞ୍ଚଳର ଏକ ହତ୍ୟା ଘଟଣାରେ ସଜା କାଟୁଥିଲେ କଏଦୀ ଅର୍ଜୁନ । ଅପରେସନ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ଜେଲ କର୍ମଚାରୀଙ୍କୁ ଚକ୍‌ମା ଦେଇ କଏଦୀ ଫେରାର୍‌ ମାରିଥିଲା । ଏନେଇ ସୁନ୍ଦରଗଡ ଟାଉନ ଥାନାରେ ଅଭିଯୋଗ କରିଛନ୍ତି ଜେଲ କର୍ତ୍ତୃପକ୍ଷ । ଟାଉନ ଥାନା ପୁଲିସ ଘଟଣାର ତଦନ୍ତ କରୁଥିବା ଜଣା ପଡିଛି ।

Leave A Reply

Your email address will not be published.

three + 17 =

error: Content is protected !!