ବିଜୁ ବାବୁଙ୍କ ଜୀବନୀ ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳନ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜୁ ବାବୁଙ୍କ ଜୀବନୀ ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ ଜୟଦେବ ଭବନ ଠାରେ ଆୟୋଜିତ ହୋଇଥିଲା । ଏଥିରେ ବିଜୁ ପଟ୍ଟନାୟକଙ୍କ ସାମାଜିକ, ରାଜନୈତିକ ଜୀବନ ସହ ଜଡିତ ବହୁ ଦୁର୍ଲଭ ଫଟୋ ପ୍ରଦର୍ଶିତ ହୋଇଥିଲା । ରାଜ୍ୟ ସୂଜନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.