om academy

ଭାରସାମ୍ୟ ହରାଇ ଓଲଟିପଡିଲା ପିକ୍‌ଅପ୍ ଭ୍ୟାନ୍

jsm

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ତୁରୁମୁଙ୍ଗା ବଜାର ଉପରେ ଭାରସାମ୍ୟ ହରାଇ ଓଲଟିପଡିଲା ଏକ ଗଦି ଓ ସଫାସେଟ୍ ବୋଝେଇ ପିକଅପ୍ ଭ୍ୟାନ୍ । ଦୁର୍ଘଟଣାରେ ଗାଡିର ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ତାଙ୍କୁ ଗାଡ଼ି ଭିତରୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗାଡ଼ି ଜବତ କରି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.