om academy

ଡମଣା ଛକରେ ଅଟୋକୁ ପିଟିଲା କାର୍‌

jsm

ବାରଙ୍ଗ : ଭୁବନେଶ୍ୱର ଡମଣା ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଯାତ୍ରୀବାହୀ ଅଟୋକୁ ପିଟିଲା କାର୍‌ । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଆଜି ସକାଳ ସମୟରେ ଭୁବନେଶ୍ୱର ଡମଣା ଛକରେ ଘଟିଯାଇଛି ଏକ ମର୍ମନ୍ତୁଦ ଦୁର୍ଘଟଣା । ଏକ ଯାତ୍ରୀବାହୀ ଅଟୋକୁ ପିଟିଲା କାର୍‌ । ଯାହାଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୪ଜଣ ଗୁରୁତର ହୋଇଛନ୍ତି । ସେପଟେ ଦୁର୍ଘଟଣା ପରେ ତୁରନ୍ତ ପିସିଆର୍‌ଙ୍କୁ ଖବର ଦିଆଯାଇଥିଲା । ଘଟଣା ସ୍ଥଳରେ ପିସିଆର୍‌ ପହଞ୍ଚି ଗୁରୁତର ଲୋକଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.