csstore

କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବାକୁ ନେଇ ଟାଉନ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ବଲାଙ୍ଗିର, (କେପିଏନ୍‌ଏସ୍‌) : କୃଷି ବୀମା ରାଶି ପ୍ରଦାନ ଦାବୀରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଆଜି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଂଗ୍ରେସ ପକ୍ଷରୁ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଉପସ୍ଥିତିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କାଯିବାକୁ ଥିବା ବେଳେ ଏହାକୁ ନେଇ ବଲାଙ୍ଗିର ଟାଉନ ପୋଲିସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯେମିତି କିଛି ସମସ୍ୟା ନହେଉ ସେଥିପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୋଲିସ ଛାଉଣି କରାଯାଇଥିବା ବେଳେ ଖୋଦ ଏସ୍‌ଡିପିଓ ତୋଫାନ ବାଗଙ୍କ ସମେତ ଆଇଆଇସି ପ୍ରିୟଙ୍କା ରାଉତ ରାୟ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.