oum

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ପାଟଣାଗଡ ଗସ୍ତ : ପୁଲିସ ବିଭାଗର ଜୋର୍‌ଦାର୍‌ ପ୍ରସ୍ତୁତି

jsm

ପାଟଣାଗଡ, (କେପିଏନ୍‌ଏସ୍‌) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟଣାଗଡ ଗସ୍ତରେ ଆସିବେ । ଏନେଇ ପାଟଣାଗଡ ରମାଇଁ ହାଇସ୍କୁଲରେ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ଓଡିଶା ପୁଲିସ ବିଭାଗ ତରଫରୁ ଆଜି ସକାଳୁ ବଲାଙ୍ଗିର ଏସପିଙ୍କ ତତ୍ୱାବଧାନରେ ଏସଡିପିଓ ଜ୍ୟୋତିର୍ମୟ ଭୁକ୍ତା, ଥାନାଅଧିକାରୀ, ଏସ୍‌ଆଇ, ଏଏସ୍‌ଆଇ ସମେତ ୧୦ ପ୍ଲାଟୁନ୍ ଫୋର୍ସ ରମାଇଁ ହାଇସ୍କୁଲ ପଡିଆରେ ମକ୍ ଡ୍ରିଲ କରୁଥିବା ଦେଖିବାକୁ ମିଲିଥିଲା ।

Leave A Reply

Your email address will not be published.