pakka

୪ର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ, ପୁଲିଂ ପାର୍ଟି ବୁଥ୍‌ରେ ପହଞ୍ଚିଲେ

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆସନ୍ତା କାଲି ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୪ର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ଜିଲ୍ଲାର କେବଳ ସୋହେଲା ବ୍ଲକର ୨୭ଟି ପଞ୍ଚାୟତରେ ଅନୁଷ୍ଠିତ ହେବ । ଏଥିପାଇଁ ୩୮୬ଟି ବୁଥରେ ପୁଲିଂ ପାର୍ଟି ପହଞ୍ଚି ସାରିଲେଣି । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଥିବା ବେଳେ ୫୮ଟି ସଂବେଦନଶୀଳ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଥିବା କୁହାଯାଇଛି । ୫୭୨ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ରହିଛନ୍ତି ।

jay balangir
Leave A Reply

Your email address will not be published.

two × two =