pakka

ଦାଖଲ ହେଲା ମନ୍ତ୍ରୀ ନବ କିଶୋର ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ

bbehera

ଭୁବନେଶର : ମନ୍ତ୍ରୀ ନବ କିଶୋର ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆଜି ଦାଖଲ ହୋଇଛି । ଡାକ୍ତରୀ ଟିମ୍‌ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉକ୍ତ ରିପୋର୍ଟ ଦାଖଲ କରିଛନ୍ତି । ପୋଷ୍ଟମୋର୍ଟମ ରିପୋର୍ଟରେ ଦାସଙ୍କୁ କେଉଁ ସମୟରେ ଗୁଳି ବାଜିଥିଲା, କେତୋଟି ଗୁଳି ବାଜିଥିଲା ଏବଂ କେଉଁ ସମୟରେ ମୃତ୍ୟୁ ଘଟିଥିଲା ଏ ସମସ୍ତ ତଥ୍ୟର ସୂଚନା ରିପୋର୍ଟରେ ଉଲ୍ଲେଖ ରହିଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

ten + two =

error: Content is protected !!