pakka

ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ରାତିରୁ ଆଜି ଦିନ ତମାମ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି । ଜିଲ୍ଲାରେ ଏ ପର୍ଯ୍ୟନ୍ତ ୧୦୩.୨ ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି । ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଗର କୌଣସି ପରିବର୍ତ୍ତନ ହେବ ନାହିଁ । ପାଣି ପାଗ ବିଭାଗ ପକ୍ଷରୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣି ଜାରି କରିଛନ୍ତି । ଜିଲ୍ଲାର ତଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

2 × one =

error: Content is protected !!