ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ପୁରୀରେ ପ୍ରବଳ ବର୍ଷା :
ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ଥିବାରୁ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ତେବେ ଆଗାମୀ ୩ ଘଣ୍ଟା ମଧ୍ୟରେ ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ପୁରୀରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆଗାମୀ ୩ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି, ବିଜୁଳି ହେବା ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.