ଆଜି ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ : ନୂଆବର୍ଷ ଓ ପବିତ୍ର ଶାମ୍ବଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି । ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ଶୁଳ୍କ ଛାଡ଼ ହୋଇଥିବା ସଂରକ୍ଷଣ ଅଧିକାରୀ ନିରଜ ସିଂ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.