ଚାଷୀଙ୍କୁ ବିନା ସୁଧରେ ଋଣ ସହାୟତା ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର କୃଷକମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ନିମନ୍ତେ ବିନା ସୁଧରେ ୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ ନିମନ୍ତେ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ୩୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବିନା ସୁଧରେ ଋଣ ସହାୟତା ପ୍ରଦାନ କରାଯିବ । ଏନେଇ ରାଜ୍ୟ ସୂଚନା ଓ ଳୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!