
ଭୁବନେଶ୍ୱର, (କେପିଏନ୍ଏସ୍) : କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି । ଆଶ୍ରୟସ୍ଥଳରେ ଥିବା ଗ୍ରାମବାସୀଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Recover your password.
A password will be e-mailed to you.