pakka

ହକି ବିଶ୍ୱକପ୍‌ରେ ଯୋଗ ଦେବାକୁ କେରଳ, ମଣିପୁର ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନିମନ୍ତ୍ରଣ ପତ୍ର ପ୍ରଦାନ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ରେ ଯୋଗ ଦେବାକୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦିଆଯାଉଛି । ହକି ବିଶ୍ୱକପ୍‌ ନିମନ୍ତେ କେରଳ, ମଣିପୁର ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ଯଥାକ୍ରମେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅଶୋକ ପଣ୍ଡା ଏବଂ ଶ୍ରୀମତୀ ରୀତା ସାହୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

13 + two =