ରାଜ୍ୟର କୃଷକମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି । ଏହା ଦ୍ୱାରା ଝାରସୁଗୁଡା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

two × 1 =