oum

କେନ୍ଦୁପତ୍ର ବନଖଣ୍ଡ ପକ୍ଷରୁ କେନ୍ଦୁପତ୍ର କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ପ୍ରଦାନ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଖର୍ଲିକାନୀ ଫଡି ଘର ପରିସରରେ ଜିଲ୍ଲା କେନ୍ଦୁପତ୍ର ବନଖଣ୍ଡ ପକ୍ଷରୁ କେନ୍ଦୁପତ୍ର କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ପ୍ରଦାନ କରାଯାଇଛି । ବଲାଙ୍ଗିର କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ ରଞ୍ଜିତ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୪୫ ହଜାର ୧୬୯ ଜଣ କେନ୍ଦୁପତ୍ର ଶ୍ରମିକଙ୍କୁ ୬ କୋଟି ୧୬ ଲକ୍ଷ ୮୩ ହଜାର ୫୨୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ତୋଳାଳିଙ୍କ ୧୩ ଶହ ୬୦ ଟଙ୍କା ଓ ସାମୟିକ କର୍ମଚାରୀ ଏବଂ ବନ୍ଧାଳିଙ୍କୁ ୧୫ଶହ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.