ନୟାଗଡ ଜିଲ୍ଲାରେ ହେବ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲାରେ ବିଶୁଦ୍ଧ ପାନୀୟଜଳ ଯୋଗାଣକୁ ଆହୁରି ବ୍ୟାପକ କରିବା ପାଇଁ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ କ୍ୟାବିନେଟ୍ ବୈଠକରେ ଅନୁମୋଦନ ହୋଇଛି । ଏହାଦ୍ୱାରା ରଣପୁର ଏବଂ ଓଡ଼ଗାଁ ବ୍ଲକର ୩ ଲକ୍ଷରୁ ଅଧିକ ଲୋକ ପାନୀୟଜଳ ସୁବିଧା ପାଇବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.