ପ୍ରକୃତି ବନ୍ଧୁ ପୁରସ୍କାର-୨୦୨୨ ପାଇଲେ ଶିକ୍ଷୟିତ୍ରୀ ସୁଶ୍ରୀ ସବିତା ଭୋଇ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦମକିପାଲିର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସବିତା ଭୋଇଙ୍କୁ ବୃକ୍ଷ ରୋପଣ ଓ ପରିବେଶ ସଚେତନତା ପାଇଁ ବିଶ୍ୱ ପରିବେଶ ଦିବସରେ ପ୍ରକୃତି ବନ୍ଧୁ-୨୦୨୨ ପୁରସ୍କାର ମିଳିଛି । ସେ ପୂର୍ବରୁ ୨୦୧୬ ପାଇଁ ମଧ୍ୟ ପୁରସ୍କୃତ ହୋଇଥିଲେ ।

Leave A Reply

Your email address will not be published.

four − three =