ଦେଷଣ୍ଢ ହାଇସ୍କୁଲକୁ ପ୍ରକୃତି ମିତ୍ର ୨୦୨୨ ପୁରସ୍କାର

ଦେଓଗାଁ, (ମନୀଷ କୁମାର ସାହୁ) : ଓଡ଼ିଶା ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦେଓଗାଁ ବ୍ଲକ ଦେସଣ୍ଢ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବ୍ଲକ ସ୍ତରରେ ସର୍ବୋକୃଷ୍ଟ ବିବେଚିତ ହୋଇଥିବାରୁ ପ୍ରକୃତି ମିତ୍ର ୨୦୨୨ ପୁରସ୍କାର ପ୍ରଦାନ ସହ ପ୍ରୋତ୍ସାହନ ସ୍ୱରୂପ କୋଡ଼ିଏ ହଜାର ଟଙ୍କା ଓ ଏକ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି ।

Leave A Reply

Your email address will not be published.