ls

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

sb

ଭୁବନେଶ୍ୱର, (କେପିଏନ୍‌,ସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୭୦ ଜଣକୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

pc pk
Leave A Reply

Your email address will not be published.