pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୨ ଜଣ, ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

jay balangir
Leave A Reply

Your email address will not be published.

16 + four =